କଟକ, () କଟକରେ ଏକ ବ୍ୟାଙ୍କରୁ ୧୨ କୋଟି ଟଙ୍କାର ଡକାୟତି । ନୟାସଡକ ସ୍ଥିତ ଆଇଆଇଏଫଏଲ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଥିବା ସୂଚନା ମିଳିଛି । ଆଇଆଇଏଫଏଲ ବ୍ୟାଙ୍କରୁ ଆଜି ସକାଳେ ଡକାୟତି ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପହଞ୍ଚିଛନ୍ତି କଟକ ଡିସିପି ପ୍ରତୀକ ସିଂ । ସିସିଟିଭି ଫୁଟେ ଆଧାରାରେ ବ୍ୟାଙ୍କ କର୍ମଚାରୀଙ୍କୁ ପଚରାଉଚରା କରାଯାଉଛି ।
Sign in
Sign in
Recover your password.
A password will be e-mailed to you.