ଭୁବନେଶ୍ୱର () ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା କୋଟିପତି ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ୩ ଦିନିଆ ରିମାଣ୍ଡରେ ଯିବେ । ରିମାଣ୍ଡ ନେଇ ଅନୁମତି ଦେଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ତେବେ ଅଭୟଙ୍କୁ ରିମାଣ୍ଡରେ ନେବାକୁ ଏସଆଇଟି ଅନୁମତି ମଗାଯାଇଥିଲା । ଅଭୟଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ଏସଆଇଟି ।
Sign in
Sign in
Recover your password.
A password will be e-mailed to you.
Prev Post
Next Post