କୋଭିଡ ରୋଗୀଙ୍କ ଘର ଆଗରେ ଆଉ ଲାଗିବନି ପୋଷ୍ଟର

ଭୁବନେଶ୍ୱର, () କରୋନା ଆକ୍ରାନ୍ତଙ୍କ ଘର ଆଗରେ ଆଉ ଲଗାଯିବନାହିଁ ପୋଷ୍ଟର । ଘରୋଇ ସଙ୍ଗରୋଧରେ ଥିବା ବ୍ୟକ୍ତିଙ୍କ ଘରେ ପୋଷ୍ଟର ଲାଗବନି । ଏନେଇ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ସଚିବ । ରାଜ୍ୟରେ ଦ୍ରୁତଗତିରେ କୋଭିଡ ଆକ୍ରାନ୍ତ ହ୍ରାସ ପାଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ଆଜିଠାରୁ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ପ୍ରଦୀପ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.