ବାଣୀବିହାର ନିକଟରେ ଏକ ଟ୍ରକକୁ ପଛପଟୁ ଧକ୍କା ଦେଲା କାର୍

ଭୁବନେଶ୍ୱର, () ବାଣୀବିହାର ନିକଟରେ ଏକ ଟ୍ରକକୁ ପଛପଟୁ ଏକ କାର୍ ଧକ୍କା ଦେଇଥିଲା । ଫଳରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ଅଳ୍ପକେ ଦୁଇଜଣ ଯାତ୍ରୀ ବର୍ତ୍ତି ଯାଇଛନ୍ତି । ତେବେ କାର ଚାଳକ ଅନ୍ୟମନସ୍କ ହୋଇ ଟ୍ରକକୁ ପଛପଟୁ ପିଟିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ସହିଦନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।

Leave A Reply

Your email address will not be published.