ରାଜ୍ୟରେ ଆଜି ପୁଣି ୩୫୧ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, () ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୧୪୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

15 − 1 =