ନୂଆଦିଲ୍ଲୀ, () ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ୧ଲକ୍ଷ ୪୫ ହଜାର ୪୭୭ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୩୪୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୨୬ ହଜାର ୬୨୪ ନୂଆ ପିଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୦,୩୧,୨୨୩କୁ ବୃଦ୍ଧି ପାଇଛି। ସେହିପରି ୩,୦୫,୩୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୫,୮୦,୪୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪ ଘଣ୍ଟାରେ ୨୯,୬୯୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Sign in
Sign in
Recover your password.
A password will be e-mailed to you.
Next Post