ଭୁବନେଶ୍ୱର,(ବସୁନ୍ଧରା): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୩୦୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ ଓ ସମ୍ବଲପୁରରୁ ସର୍ବାଧିକ ୨୮ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Sign in
Sign in
Recover your password.
A password will be e-mailed to you.