ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ।

ସୁନ୍ଦରଗଡ,(ବସୁନ୍ଧରା): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ । ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ ।

ସୂଚନାନୁସାରେ, ସୁନ୍ଦରଗଡ ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭିଜିଲାନ୍ସ ଜାଲରେ ଫସିଛନ୍ତି । ଅଧିକାରୀ ଅଶୋକ ମିଶ୍ର ଜଣେ ବ୍ୟକ୍ତିଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । କୌଣସି କାମ ପାଇଁ ସେ ଟଙ୍କା ନେଉଥିବା ଜଣାପଡିଛି ।ତେବେ ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ଅନୁସାରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା ।

Leave A Reply

Your email address will not be published.