ଭୁବନେଶ୍ୱର, (ବସୁନ୍ଧରା):ଆସନ୍ତା ୧୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ତେବେ ଏହି ଗସ୍ତ ପୂର୍ବରୁ ଭିଡିଓ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନିଜର ବାର୍ତ୍ତା ପ୍ରଦାନ କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.