ଗଜପତି ସଡ଼କ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର,(ବସୁନ୍ଧରା): ଗଜପତି ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହତ ମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦିଆଯିବା ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.

1 × one =