ସୁନ୍ଦରଗଡ଼,(ବସୁନ୍ଧରା): ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକ ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ତେଣୁ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା । ପର୍ଶୁରାମଙ୍କ ଲେଫ୍ରିପଡ଼ା ପୈତୃକ ଘର, ବଡ଼ଗାଁ ଅଫିସ୍, ଡେଙ୍ଗିରାଡ଼ି ଘରେ ଚଢ଼ାଉ କରାଯାଇଥିଲା ।
Sign in
Sign in
Recover your password.
A password will be e-mailed to you.