ରାଜ୍ୟରେ ୧୦ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ

ଭୁବନେଶ୍ୱର,(ବସୁନ୍ଧରା): ରାଜ୍ୟରେ କରୋନା ଭାଇରସର ପ୍ରକୋପ ବଢ଼ିବାରେ ଲାଗିଛି । ଏଥିପାଇଁ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ନାଇଟ କର୍ଫ୍ୟୁ ଲାଗିଛି । ଏପ୍ରିଲ ୫ ତାରିଖରୁ ଲାଗୁ ହେବ ଏହି ନିୟମ । ରାତି ୧୦ରୁ ସକାଳ ୫ଟା ଯାଏ ନାଇଟ କର୍ଫ୍ୟୁ ବଳବତ୍ତର ରହିବ।ଏହି ସମୟରେ ଅତ୍ୟାବଶ୍ୟକ ସେବାକୁ ଛାଡିଦେଲେ ଅନ୍ୟ ସବୁ କିଛି ବନ୍ଦ ରହିବ।

Leave A Reply

Your email address will not be published.