ଭୁବନେଶ୍ୱରର ଏସବିଆଇ ମୁଖ୍ୟ କାର୍ଯ୍ୟାଳୟ ସିଲ୍ ।

ଭୁବନେଶ୍ୱର,(ବସୁନ୍ଧରା): ଭୁବନେଶ୍ୱରର ଏସବିଆଇ ମୁଖ୍ୟ କାର୍ଯ୍ୟାଳୟ ସିଲ୍ ହେବ । ୭ ନୂଆ ପଜିଟିଭ୍ ଚିହ୍ନଟ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ତେବେ ଦୁଇଦିନ ପାଇଁ ଏସବିଆଇ ମୁଖ୍ୟାଳୟକୁ ସିଲ୍ କରାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.