ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟବୀମା ।

ପୁରୀ,(ବସୁନ୍ଧରା) : ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟବୀମା । ଶ୍ରୀମନ୍ଦିର ସହ ସଂପୃକ୍ତ ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟବୀମା । ନ୍ୟୁ ଇଣ୍ଡିଆନ୍ ଇନସୁରାନ୍ସ କମ୍ପାନୀ ପକ୍ଷରୁ ସ୍ୱାସ୍ଥ୍ୟବୀମା ମିଳିବ । ପ୍ରତି ସେବାୟତଙ୍କ ପରିବାରକୁ ଚିକିତ୍ସା ଲାଗି ୨ ଲକ୍ଷ ଟଙ୍କାର ବୀମା ସୁରକ୍ଷା ମିଳିବ । ଗୁରୁତର ଅସୁସ୍ଥତା କ୍ଷେତ୍ରରେ ଅତିରିକ୍ତ ୧ ଲକ୍ଷ ଟଙ୍କା ସହାୟତା ମିଳିବ । କ୍ୟାନ୍ସର ଓ କିଡିନ୍ ପ୍ରତିରୋପଣ କ୍ଷେତ୍ରରେ ୩ ଲକ୍ଷ ଟଙ୍କାର ଅତିରିକ୍ତ ବୀମା ସୁରକ୍ଷା ଦିଆଯିବ । ୨୫ ଜଣ ପର୍ଯ୍ୟନ୍ତ ଚିକିତ୍ସିତ ବ୍ୟକ୍ତିଙ୍କୁ ୩ ଲକ୍ଷ ଯାଏ ବୀମା ସୁରକ୍ଷା ଉପଲବ୍ଧ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ।

Leave A Reply

Your email address will not be published.

3 − 1 =