ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୯୮ କରୋନା ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,(ବସୁନ୍ଧରା): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ନୂଆ ୬ ହଜାର ୯୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪୦୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୯୪୪ ଜଣ ଚିହ୍ନଟ ହୋଇଛନ୍ତି । ୨୨ଟି ଜିଲ୍ଲାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଶହେ ଉପରେ ରହିଛି ।

Covid-19 Report For 28th April

New Positive Cases: 6998
In quarantine: 4054
Local contacts: 2944

(Details of local contacts will be shared by concerned Dist Administration)

District Wise Cases:

  1. Angul: 325
  2. Balasore: 97
  3. Bargarh: 330
  4. Bhadrak: 91
  5. Balangir: 236
  6. Boudh: 65
  7. Cuttack: 517
  8. Deogarh: 74
  9. Dhenkanal: 22
  10. Gajapati: 121
  11. Ganjam: 128
  12. Jagatsinghpur: 104
  13. Jajpur: 226
  14. Jharsuguda: 396
  15. Kalahandi: 292
  16. Kandhamal: 45
  17. Kendrapada: 77
  18. Keonjhar: 160
  19. Khurda: 919
  20. Koraput: 57
  21. Malkangiri: 30
  22. Mayurbhanj: 308
  23. Nawarangpur: 255
  24. Nayagarh: 121
  25. Nuapada: 420
  26. Puri: 288
  27. Rayagada: 181
  28. Sambalpur: 323
  29. Sonepur: 131
  30. Sundargarh: 474
  31. State Pool: 185

New recoveries: 4521
Cumulative tested: 10041204
Positive: 435513
Recovered: 375721
Active cases: 57710

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୫୧୭, ସୁନ୍ଦରଗଡରୁ ୪୭୪, ନୂଆପଡାରୁ ୪୨୦, ଝାରସୁଗୁଡାରୁ ୩୯୬, ବରଗଡରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, ଷ୍ଟେଟପୁଲରୁ ୧୮୫, ରାୟଗଡାରୁ ୧୮୧, କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧, ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡରୁ ୧୨୧ ଲେଖାଏଁ, ଜଗତସିଂହପୁରରୁ ୧୦୪, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡାରୁ ୭୭, ଦେବଗଡରୁ ୭୪, ବୌଦ୍ଧରୁ ୬୫, କୋରାପୁଟରୁ ୫୭, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୦, ଢେଙ୍କାନାଳରୁ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.