ବିଜୟ ପରେ ମହିଳା ହକି ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର(ବସୁନ୍ଧରା) ଟୋକିଓ ଅଲିମ୍ପିକ୍ସରେ ଶାନଦାର ପ୍ରଦର୍ଶନ କରି ଇତିହାସ ରଚିଛି ଭାରତୀୟ ହକି ଟିମ୍ । ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିବା ପରେ ମହିଳା ହକି ଟିମକୁ ଛୁଟୁଛି ଶୁଭେଚ୍ଛା ସୁଅ । ଭାରତୀୟ ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.

17 + four =